ରାମଙ୍କୁ ଦର୍ଶନ କଲେ ବୈଜୟନ୍ତ, ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ..

ଆଜି ପବିତ୍ର ଶ୍ରୀରାମ ନବମୀ । ସବୁଠି ଶୁଭୁଛି ରାମ ନାମ । ରାମ ଧ୍ୱନୀରେ ଉତ୍ସବ ମୁଖର ହୋଇ ଉଠିଛି ସାରା ରାଜ୍ୟ। । ସଂପୂର୍ଣ୍ଣ ଭକ୍ତିମୟ ପରିବେଶ ସହ ଚଳଚଞ୍ଚଳ ପରିବେଶ । ସହରଠାରୁ ପୁରପଲ୍ଲୀ ସବୁଆଡେ ଉତ୍ସବମୁଖର ପରିବେଶ । ଏହି ଅବସରରେ ଭୁବନେଶ୍ୱର ରାମ ମନ୍ଦିର ଯାଇ ପ୍ରଭୁଙ୍କୁ ଦର୍ଶନ କରିଛନ୍ତି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡା ବିଜେପି ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା । ଛତିଶଗଡ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ମଧ୍ୟ ତାଙ୍କ ସହ ଉପସ୍ଥିତ…

ଅଧିକ ପଢନ୍ତୁ