ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରକୋପ,୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି..

ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରକୋପ। ଅସହ୍ୟ ଗରମ ଓ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ଲୋକେ। ତେବେ ଗତକାଲିର କାଳବୈଶାଖୀ ପରେ ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ଫଳରେ ଯେଉଁ ଜିଲ୍ଲା ଗୁଡ଼ିକରେ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିଲା ସେଠି ଆଜି ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ହୋଇଛି। ନୟାଗଡ଼, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ଝାରସୁଗୁଡ଼ା ସମେତ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ହୋଇଛି ଜାରି। ତାସହ ପଶ୍ଚିମ ଓ…

ଅଧିକ ପଢନ୍ତୁ

ଜାରି ରହିବ ମୁଣ୍ଡଫଟା ଖରାର ରାଜୁତି, ହେ ପ୍ରଭୁ! ରକ୍ଷା କର…

ଭୀଷଣ ହେଉଛି ଗ୍ରୀଷ୍ମକୋପ । ଆକାଶରୁ ହେଉଛି ଅଗ୍ନିବର୍ଷା । ଆସନ୍ତାକାଲି ଯାଏଁ ସିଭିୟର ହିଟ୍ ୱେଭ୍ ପାଇଁ ରାଜ୍ୟ କିଛି ସ୍ଥାନରେ ରେଡ୍ ଆଲର୍ଟ ଜାରି ହୋଇଛି । ଆଜି ପାଇଁ ୧୧ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି । ସେ ସବୁ ହେଲା, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଏବଂ ଅନୁଗୁଳ ଭଳି ୧୧ ଜିଲ୍ଲା । ସେହିଭଳି ହିଟ୍ ୱେଭ୍ ନେଇ ୮ ଜିଲ୍ଲାକୁ ଅରେଞ୍ଜ ଏବଂ ୭…

ଅଧିକ ପଢନ୍ତୁ

ବିଶ୍ୱର ସବୁଠୁ ଉତ୍ତପ୍ତ ସହର ମଧ୍ୟରେ ଓଡ଼ିଶାର ୩..

ଭୀଷଣ ହେଉଛି ଗ୍ରୀଷ୍ମକୋପ। ଆକାଶରୁ ହେଉଛି ଅଗ୍ନିବର୍ଷା । ଆସନ୍ତାକାଲି ଯାଏଁ ସିଭିୟର ହିଟ୍‌ୱେଭ୍ ପାଇଁ ରାଜ୍ୟ କିଛି ସ୍ଥାନରେ ରେଡ୍ ଆଲର୍ଟ ଜାରି ହୋଇଛି । ଆଜି ପାଇଁ ୧୧ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି। ସେହିଭଳି ହିଟ୍ ୱେଭ୍ ନେଇ ୮ ଜିଲ୍ଲାକୁ ଅରେଞ୍ଜ ଏବଂ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏପଟେ ରେକର୍ଡ ପରେ ରେକର୍ଡ ଭାଙ୍ଗୁଛି ଏପ୍ରିଲ୍ ତାତି । ଗତକାଲି ୧୫ ସହରର ତାପମାତ୍ରା…

ଅଧିକ ପଢନ୍ତୁ

ସକାଳୁ ବି ସହିହେଉନି। ବଢ଼ି ଚାଲିଛି ଗରମର ପାରା, ଦିନ ୧୦ଟାରୁ ତାତିଲାଣି ତାଳଚେର।

ଦିନ ୧୦ ଯାଏଁ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି ତାଳଚେର । ଏବେ ଯାଏଁ ତାଳଚେରର ତାପମାତ୍ରା ସର୍ବୋଚ୍ଚ ୩୬.୮ ଡିଗ୍ରୀ ରେକର୍ଡ ହୋଇଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । କେନ୍ଦୁଝର ଓ ରାଉରକେଲାର ତାପମାତ୍ରା ୩୪.୮ ଡିଗ୍ରୀ, ବଲାଙ୍ଗୀର ୩୪.୮, ଭବାନୀପାଟଣା ୩୪ ଡିଗ୍ରୀ, ବାଲେଶ୍ୱର ଓ ବୌଦ୍ଧରେ ୩୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଏପଟେ ରାଜ୍ୟରେ ଆଉ ୪ ଦିନ ରହିବ ହିଟ୍ ୱେଭ । ୩୦…

ଅଧିକ ପଢନ୍ତୁ

ଆଗାମୀ ୪ ଦିନ ଯାଏଁ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ଅଧିକାଂଶ ଜିଲ୍ଲାକୁ ରେଡ୍ ଆଲର୍ଟ..

ଅସମ୍ଭାଳ ଗ୍ରୀଷ୍ମ ପ୍ରବାହ, ପ୍ରଚଣ୍ଡ ହେଲାଣି ତାତି। ଗତକାଲି ରାଜ୍ୟର ୩୨ଟି ସ୍ଥାନରେ ପାରଦ ୪୦ ଡିଗ୍ରୀକୁ ଟପିଥିବାବେଳେ ତା’ମଧ୍ୟରୁ ୪ଟି ସହରର ପାରଦ ୪୪ ପାର୍ କରିଥିଲା । ୪୪.୬ ଡିଗ୍ରୀ ସହ ଅନୁଗୁଳରେ ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ତା ପଛକୁ ବୌଦ୍ଧରେ ୪୪.୫ ଡିଗ୍ରୀ ରେକର୍ଡ ହୋଇଥିଲା । ସେହିପରି ନୂଆପଡ଼ା ଓ ବଲାଙ୍ଗିରରେ ୪୪ ଡିଗ୍ରୀ, ବାରିପଦାରେ ୪୩.୮ ଡିଗ୍ରୀ, ଟିଟିଲାଗଡ଼, ଯାଜପୁର, ସମ୍ବଲପୁର ଏବଂ ହୀରାକୁଦରେ ତାପମାତ୍ରା ୪୩.୬…

ଅଧିକ ପଢନ୍ତୁ

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ; ଘରୁ ବାହାରିବା ମୁସ୍କିଲ..

ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଏବେ ତତଲା କଡ଼େଇରେ ସିଝୁଛି ସାରା ଓଡ଼ିଶା । ରାତି ନପାହୁଣୁ ଆରମ୍ଭ ହୋଇଗଲାଣି ଗୁଳୁଗୁଳି। ସକାଳ ୭ଟା ବେଳକୁ ଦିନ ୧୧ଟା ପରି ଗରମ ଅନୁଭୂତ ହେଉଛି।ସକାଳ ସାଢ଼େ ୮ଟା ସୁଦ୍ଧା ୩୫ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା ରେକର୍ଡ ହୋଇଛି । ଭବାନୀପାଟଣାରେ ସର୍ବାଧିକ ତାପମାତ୍ରା ୩୬.୨ ଡିଗ୍ରୀ ରେକର୍ଡ କରାଯାଇଛି। କେନ୍ଦୁଝରରେ ୩୫.୬ ଡିଗ୍ରୀ, ତାଳଚେର, ବାରିପଦା ଓ ଅନୁଗୁଳରେ ୩୫…

ଅଧିକ ପଢନ୍ତୁ

ସକାଳ ସାଢେ ୮ଟାରୁ ୩୬ ଡିଗ୍ରୀ ଛୁଇଁଲା ତାପମାତ୍ରା ।

ସକାଳ ସାଢେ ୮ଟାରୁ ୩୬ ଡିଗ୍ରୀ ଛୁଇଁଲା ତାପମାତ୍ରା । ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି ସେତିକି ନୁହେଁ, ବାଲେଶ୍ୱର ସହିତ ଅନୁଗୁଳରେ ମଧ୍ୟ ସକାଳୁ ତାତି ବଢିଛି । ଅନୁଗୁଳରେ ବି ତାପମାତ୍ରା ୩୬ ଡିଗ୍ରୀ ରହିଛି । ମିଳିଥିବା ସୂଚନା ମୁତାବକ, ତାଳଚେରର ତାପମାତ୍ରା ୩୫.୨ ଡିଗ୍ରୀ, ବାରିପଦା ୩୫ ଡିଗ୍ରୀ, ଭବାନୀପାଟଣା ୩୫ ଡିଗ୍ରୀ, କେନ୍ଦୁଝରରେ ତାପମାତ୍ରା ୩୪.୮ ଡିଗ୍ରୀ ରେକର୍ଡ କରାଯାଇଛି । ଅନ୍ୟପଟେ…

ଅଧିକ ପଢନ୍ତୁ

ଆହୁରି ବଢିବ ତାତି:୧୦ ଜିଲ୍ଲାକୁ ସିଭିୟର ହିଟ୍ ୱେଭ୍ ୱାର୍ଣ୍ଣିଂ..

ରାଜ୍ୟରେ ତାତିରୁ ମିଳିବନି ନିସ୍ତାର । ଆଗାମୀ ୫ ଦିନ ରାଜ୍ୟରେ ତାତି ଆହୁରି ବଢ଼ିବ। ୨୭-୨୮ ତାରିଖ ବେଳକୁ ମୟୂରଭଞ୍ଜ, ବୌଦ୍ଧ, ଖୋର୍ଦ୍ଧା, ଜଗତସିଂହପୁର, ସୁବର୍ଣ୍ଣପୁର, ନୂଆପଡ଼ା, କେନ୍ଦୁଝର, ସୁନ୍ଦରଗଡ଼, କଳାହାଣ୍ଡି, ବାଲେଶ୍ବର ଭଳି ୧୦ ଜିଲ୍ଲାରେ ସିଭିୟର ହିଟ୍ ୱେଭ୍ ଦେଖିବାକୁ ମିଳିବ। ଖାଲି ସେତିକି ନୁହେଁ, ଏହି ସମୟରେ ଗଜପତି, ଅନୁଗୁଳ, ମୟୂରଭଞ୍ଜ, ଝାରସୁଗୁଡ଼ା, ସମ୍ବଲପୁର, କଳାହାଣ୍ଡି, ନୂଆପଡ଼ା ଜିଲ୍ଲାରେ ତାପମାତ୍ରା ୪୫ ଡିଗ୍ରୀ ଉପରେ ରହିବାର ସମ୍ଭାବନା ରହିଛି। କଳାହାଣ୍ଡି ହେଉ…

ଅଧିକ ପଢନ୍ତୁ

ଆହୁରି ବଢିବ ତାତି! ଆଗାମୀ ୫ ଦିନ ଯାଏଁ ଜାଳିବ, ୪-୬ ଡିଗ୍ରୀ ବୃଦ୍ଧି ସମ୍ଭାବନା..

ଆହୁରି ବଢିବ ତାତି! ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ୪ରୁ ୬ ଡିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା ରହିଛି । ଏଥିସହ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରିରହିବାର ସମ୍ଭାବନା ରହିଛି । କାଳବୈଶାଖୀ ପାଇଁ ତାତିରୁ ଦୁଇ ଦିନ ହେଲା ସାମାନ୍ୟ ଆଶ୍ୱସ୍ତି ମିଳିଥିବା ବେଳେ ଆଗକୁ ଆହୁରି ଖରା ଜାଳିବ । ଏହି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଗତକାଲି ରାଜ୍ୟର ୧୮ଟି ସହରର ତାପମାତ୍ରା ୪୦ ଉପରେ…

ଅଧିକ ପଢନ୍ତୁ

ଜଳୁଛି ରାଜଧାନୀ, ଓଡ଼ିଶାରେ ସବୁଠୁ ଉତ୍ତପ୍ତ ସହର ଭୁବନେଶ୍ୱର..

କାଳବୈଶାଖୀ ପାଇଁ ତାତିରୁ ଦୁଇ ଦିନ ହେଲା ସାମାନ୍ୟ ଆଶ୍ୱସ୍ତି ମିଳିଥିବା ବେଳେ ଆଗକୁ ଆହୁରି ଖରା ଜାଳିବ । ଏହି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୨୬ ତାରିଖରେ ଫେରିବ ଗ୍ରୀଷ୍ମ ଲହରୀ । ତା ସହିତ ୨୭ ତାରିଖରେ ରାଜ୍ୟର ଅଧା ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇପାରେ ବୋଲି କୁହାଯାଇଛି। ଅନ୍ୟପଟେ ଜଳୁଛି ସାରା ରାଜ୍ୟ। ଅସହ୍ୟ ତାତିରେ ଅସ୍ତବ୍ୟସ୍ତ ହେଲାଣି ଜନଜୀବନ। ଆଗାମୀ ୪ ଦିନ ଯାଏଁ ପ୍ରଚଣ୍ତ ଗ୍ରୀଷ୍ମ ପ୍ରବାହ ଲାଗି ରହିବା ନେଇ ସୂଚନା…

ଅଧିକ ପଢନ୍ତୁ