ଆଜି ବି ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ପ୍ରବାହ । ୧୪ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ, ଅଂଶୁଘାତରେ ଶିକ୍ଷକଙ୍କ ମୃତ୍ୟୁ ଅଭିଯୋଗ..

ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଆଜି ମଧ୍ୟ ହିଟ୍ ୱେଭ ସ୍ଥିତି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ୧୪ଟି ଜିଲ୍ଲା ପାଇଁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୮ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗତକାଲି ରାଜ୍ୟର ୯ଟି ସହରରେ ତାପମାତ୍ରା ୪୩ ଡିଗ୍ରୀ କିମ୍ବା ତା ଠାରୁ ଅଧିକ ରେକର୍ଡ ହୋଇଛି । ୪୪.୬ ଡିଗ୍ରୀ ସହ ଉତପ୍ତ ସହର…

ଅଧିକ ପଢନ୍ତୁ

ଆକାଶରୁ ବର୍ଷୁଛି ନିଆଁ; ଆସନ୍ତା ଦୁଇଦିନ ଗୁଳୁଗୁଳିରେ ସନ୍ତୁଳି ହେବେ ରାଜ୍ୟବାସୀ…

ତାତିରୁ ମିଳିବନି ତ୍ରାହି। ଆଜି ବି ରାଜ୍ୟରେ ଜାରି ରହିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ। ତେବେ ଆସନ୍ତା ୨ ଦିନ ଅର୍ଥାତ୍ ୨୩ ଓ ୨୪ ତାରିଖରେ ହିଟୱେଭ୍ ନରହିଲେ ବି ଖରା ଓ ଗୁଳୁଗୁଳି ଜୀବନଯାତ୍ରାକୁ ପ୍ରଭାବିତ କରିବାର ଆଶଙ୍କା ରହିଛି। ସମସ୍ତ ଉପକୂଳବର୍ତ୍ତୀ ଓ ଆଖପାଖ ଜିଲ୍ଲାରେ ଖରା ଓ ଗୁଳୁଗୁଳି ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତାପମାତ୍ରା କିଛି ସ୍ଥାନରେ ୪୧ରୁ ୪୨ ଡିଗ୍ରୀ ମଧ୍ୟ ରହିପାରେ ବୋଲି ଆକଳନ…

ଅଧିକ ପଢନ୍ତୁ

ତାତିରେ ଆଉଟୁପାଉଟୁ ରାଜ୍ୟବାସୀ; ୧୯ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ…

ତାତିରେ ଆଉଟୁପାଉଟୁ ରାଜ୍ୟବାସୀ। କଲବଲ କରୁଛି ଅସହ୍ୟ ଖରା। ଆଜି ପାଇଁ ୧୯ଟି ଜିଲ୍ଲାକୁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। କିଛି ସ୍ଥାନରେ ପ୍ରବଳ ଗ୍ରୀଷ୍ଣ ପ୍ରବାହ ନେଇ ମଧ୍ୟ ଚେତାବନୀ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।  ମୟୂରଭଂଜ, ଅନୁଗୁଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ଏବଂ କଟକ ଜିଲ୍ଲାକୁ ସିଭିଅର ହିଟୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି। ଗତକାଲି ୪୩.୬ ଡ଼ିଗ୍ରୀ ସହ ଭୁବନେଶ୍ୱର ପାଲଟିଥିଲା ରାଜ୍ୟର ସବୁଠୁ ଉତ୍ତପ୍ତ ସହର। ଆଜି ମଧ୍ୟ…

ଅଧିକ ପଢନ୍ତୁ

ସାରା ଓଡିଶାରେ ହିଟ୍ ୱେଭ୍ ଜାରି । ୨ ଦିନରେ ପାରଦ ୪୫ ଡିଗ୍ରୀ ଛୁଇଁବା ନେଇ ଆକଳନ ।

ସାରା ଓଡିଶାରେ ହିଟ୍ ୱେଭ୍ ଜାରି । ଆଜି ଅତି ଭୀଷଣ ଗ୍ରୀଷ୍ମ ପ୍ରବାହ ନେଇ ପାଣିପାଗ ବିଭାଗର ଆକଳନ । ଦୁଇ ଦିନରେ ପାରଦ ୪୫ ଡିଗ୍ରୀ ଛୁଇଁବା ନେଇ ଆକଳନ । ଗ୍ରୀଷ୍ମ ପ୍ରବାହ ବଢୁଥିବାରୁ ଅଂଶୁଘାତର ମଧ୍ୟ ଆଶଙ୍କା ରହିଛି । ଆଜି କଟକ, ଖୋର୍ଦ୍ଧା, ନୟାଗଡ଼, ମୟୁରଭଞ୍ଜ, ଅନୁଗୁଳ, ବୌଦ୍ଧ ଜିଲ୍ଲା ସିଭିୟର ହିଟ୍ ୱେଭ୍ ନେଇ ଆକଳନ କରିଛି ପାଣିପାଗ ବିଭାଗ । ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର,…

ଅଧିକ ପଢନ୍ତୁ

ଅସହ୍ୟ ତାତିରେ ଜଳୁଛି ଓଡ଼ିଶା । ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, କିଛି ଅଞ୍ଚଳରେ ପାରଦ ଛୁଇଁବ ୪୫ ଡିଗ୍ରୀ..

ରାଜ୍ୟବାସୀଙ୍କୁ ଆହୁରି କଲବଲ କରିବ ତାତି । ରାତିରେ ବି ମିଳିବ ନାହିଁ ତ୍ରାହି । ଆଜିଠୁ ଗ୍ରୀଷ୍ମ ପ୍ରବାହ ଶିଖରକୁ ଛୁଇଁବ ବୋଲି ଆକଳନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । କିଛି ଅଞ୍ଚଳରେ ଦିନର ତାପମାତ୍ରା ୪୫ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି । ଆଜିଠୁ ଆସନ୍ତା ରବିବାର ଅର୍ଥାତ ୨୦ ତାରିଖ ଯାଏଁ ରାଜ୍ୟର ୪ଟି ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ । ସେହି ଜିଲ୍ଲାଗୁଡିକ ହେଉଛି ମୟୂରଭଞ୍ଜ, ନୟାଗଡ,…

ଅଧିକ ପଢନ୍ତୁ

ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଜଳୁଛି ସାରା ଓଡ଼ିଶା; ୨୨ ଯାଏଁ ନିସ୍ତାର ନାହିଁ…

ତତଲା କଡେଇରେ ଭାଜି ହେଉଛି ସାରା ରାଜ୍ୟ । ଆସନ୍ତା ୨୨ ତାରିଖ ଯାଏଁ ତାତିରୁ ମିଳିବନି ତ୍ରାହି। ତାତି ସହ ଏଣିକି ବଢିବ ଗୁଳୁଗୁଳି। ଏଭଳି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆଜି ପାଇଁ ୨୪ଟି ଜିଲ୍ଲାକୁ ହିଟୱୋଭ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଆସନ୍ତାକାଲି ପାଇଁ ୪ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ।  ଗତକାଲି ୪୩.୨ ଡିଗ୍ରୀ ସହ ତାଳଚେର ସବୁଠୁ ଉତ୍ତପ୍ତ ସ୍ଥାନ ପାଲଟିଥିଲା। ସେହିପରି ନୂଆପଡ଼ା ୪୩,…

ଅଧିକ ପଢନ୍ତୁ

ପ୍ରଚଣ୍ଡ ତାତିରେ ଟକମକ୍ ହୋଇ ଫୁଟୁଛି ଓଡ଼ିଶା, ୧୮ରୁ ୨୦ ମଧ୍ୟରେ ଶିଖର ଛୁଇଁବ ଗ୍ରୀଷ୍ମଲହରୀ!

ସକାଳୁ ପ୍ରଚଣ୍ଡ ତାତି ଓ ଗୁଳୁଗୁଳିରେ ସିଝିଲାଣି ସାରା ରାଜ୍ୟ । ସକାଳ ସାଢ଼େ ୮ରେ ୩୪ ଡିଗ୍ରୀ ଟପିଲାଣି ଅନେକ ସ୍ଥାନର ତାପମାତ୍ରା । ଗତକାଲି ସକାଳେ ୮ଟା ୩୦ ସୁଦ୍ଧା ଭୁବନେଶ୍ୱରରେ ତାପାମାତ୍ରା ୩୨.୬ ରେକର୍ଡ କରାଯାଇଥିବା ବେଳେ ଆଜି ସେହି ସମୟରେ ରାଜଧାନୀର ତାପମାତ୍ରା ୩୩.୪ ଡିଗ୍ରୀ ଛୁଇଁଛି । ସେହିପରି ଗତକାଲି ରାଜଧାନୀର ଆଦ୍ରତା ୮ଟା ୩୦ ସୁଦ୍ଧା ୬୫ ପ୍ରତିଶତ ରେକର୍ଡ କରାଯାଇଥିବା ବେଳେ ଆଜି ତାହା ଅଛି ୭୩ ପ୍ରତିଶତ । ସକାଳ ୮ଟା ୩୦ ସୁଦ୍ଧା…

ଅଧିକ ପଢନ୍ତୁ

ଏଥର ମୌସୁମୀରେ ସ୍ୱାଭାବିକଠାରୁ ଅଧିକ ବର୍ଷା !

ଏଥର ମୌସୁମୀରେ ସ୍ୱାଭାବିକଠାରୁ ଅଧିକ ବର୍ଷା ସମ୍ଭାବନା ରହିଛି। ପ୍ରେସମିଟରେ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଏନେଇ ସୂଚନା ଦେଇଛନ୍ତି। ଜୁନରୁ ସେପ୍ଟେମ୍ବର ଯାଏଁ ୧୦୬ ପ୍ରତିଶତ ବର୍ଷା ହେବା ସମ୍ଭାବନା ରହିଛି। ମୌସୁମୀ ପ୍ରାରମ୍ଭରେ ଏଲ୍‌-ନିନୋ କ୍ରମେ ଦୁର୍ବଳ ହେବା ସମ୍ଭାବନା ଅଛି। ମୌସୁମୀ ଦ୍ୱିତୀୟାର୍ଦ୍ଧରେ ଲା-ନିନା ସକ୍ରିୟ ହେବା ଆକଳନ କରାଯାଉଛି। ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରାଷ୍ମ ପ୍ରବାହରୁ ନିସ୍ତାର ନାହିଁ। ୫ ଦିନ…

ଅଧିକ ପଢନ୍ତୁ

ରାଜ୍ୟବାପୀ ଅଗ୍ନିବର୍ଷା; ସକାଳୁ ସକାଳୁ ପ୍ରବଳ ଗୁଳୁଗୁଳି..

ଜଳୁଛି ସାରା ଓଡ଼ିଶା। ପ୍ରବଳ ଗରମରେ ସନ୍ତୁଳି ହେଉଛନ୍ତି ଲୋକେ। ରାତି ନପାହୁଣୁ ଆରମ୍ଭ ହୋଇଗଲାଣି ଗୁଳୁଗୁଳି। ସକାଳ ୭ଟା ବେଳକୁ ଦିନ ୧୧ଟା ପରି ଗରମ ଅନୁଭୂତ ହେଉଛି। ତେବେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଏନେଇ ନେଇ ପାଣିପାଗ ବିଭାଗ ଚେତାବନୀ ଦେଇଛି। ଏହି ସମୟରେ ତାପମାତ୍ରା ୪ରୁ ୬ ଡିଗ୍ରୀ ଯାଏଁ ବୃଦ୍ଧି ପାଇବା ସମ୍ଭାବନା ରହିଛି। ୧୭ରୁ ୨୦ ତାରିଖ ଯାଏଁ କିଛି…

ଅଧିକ ପଢନ୍ତୁ

ରାଜ୍ୟକୁ ପୁଣି ଫେରିଲା ତାତି । ଆଜିଠୁ ୪ରୁ ୬ ଡିଗ୍ରୀ ବୃଦ୍ଧି ପାଇବ ତାପମାତ୍ରା । ୬ଦିନ ଯାଏ ତାତିରୁ ମିଳିବନି ନିସ୍ତାର..

ସପ୍ତାହକର ସାମୟିକ ଆଶ୍ୱସ୍ତି ପରେ ପୁଣିଥରେ ରାଜ୍ୟକୁ ଫେରିଛି ଗ୍ରୀଷ୍ମ ଲହରୀ । ଆଜିଠୁ ଦିନର ତାପମାତ୍ରାରେ ୪ରୁ ୬ ଡିଗ୍ରୀ ବୃଦ୍ଧି ପାଇବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଉତର ତଥା ଉତର-ପଶ୍ଚିମ ଏବଂ ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବାହିତ ହେଉଥିବା କାରଣରୁ ପୁଣିଥରେ ରାଜ୍ୟରେ ତାତି ବଢୁଥିବା ଲକ୍ଷ କରାଯାଉଛି । ରବିବାର ଗଞ୍ଜାମ ପାରଳା ଖେମୁଣ୍ଡିରେ ଦିନର ତାପମାତ୍ରା ସର୍ବାଧିକ ୪୦.୫ ଡିଗ୍ରୀ ରେର୍କଡ କରାଯାଇଛି…

ଅଧିକ ପଢନ୍ତୁ