ଆହୁରି ବଢିବ ତାତି:୧୦ ଜିଲ୍ଲାକୁ ସିଭିୟର ହିଟ୍ ୱେଭ୍ ୱାର୍ଣ୍ଣିଂ..
ରାଜ୍ୟରେ ତାତିରୁ ମିଳିବନି ନିସ୍ତାର । ଆଗାମୀ ୫ ଦିନ ରାଜ୍ୟରେ ତାତି ଆହୁରି ବଢ଼ିବ। ୨୭-୨୮ ତାରିଖ ବେଳକୁ ମୟୂରଭଞ୍ଜ, ବୌଦ୍ଧ, ଖୋର୍ଦ୍ଧା, ଜଗତସିଂହପୁର, ସୁବର୍ଣ୍ଣପୁର, ନୂଆପଡ଼ା, କେନ୍ଦୁଝର, ସୁନ୍ଦରଗଡ଼, କଳାହାଣ୍ଡି, ବାଲେଶ୍ବର ଭଳି ୧୦ ଜିଲ୍ଲାରେ ସିଭିୟର ହିଟ୍ ୱେଭ୍ ଦେଖିବାକୁ ମିଳିବ। ଖାଲି ସେତିକି ନୁହେଁ, ଏହି ସମୟରେ ଗଜପତି, ଅନୁଗୁଳ, ମୟୂରଭଞ୍ଜ, ଝାରସୁଗୁଡ଼ା, ସମ୍ବଲପୁର, କଳାହାଣ୍ଡି, ନୂଆପଡ଼ା ଜିଲ୍ଲାରେ ତାପମାତ୍ରା ୪୫ ଡିଗ୍ରୀ ଉପରେ ରହିବାର ସମ୍ଭାବନା ରହିଛି। କଳାହାଣ୍ଡି ହେଉ…