ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ଲଗାତାର ଅବହେଳା ପାଇଁ ଇସ୍ତଫା
ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ରଙ୍କ ଇସ୍ତଫା । ବିଜେଡିରୁ ଇସ୍ତଫା ଦେଲେ ପ୍ରିୟଦର୍ଶୀ ମିଶ୍ର । ଦଳରେ ଲଗାତାର ଅବହେଳା କରାଯାଉଥିବା କଥା ଇସ୍ତଫାରେ ଲେଖିଲେ । ଭୁବନେଶ୍ୱର ଉତ୍ତରରୁ ୨୦୧୪ରେ ବିଧାୟକ ଥିଲେ । ତେବେ ଗତ ଥର ପ୍ରିୟଦର୍ଶୀଙ୍କ ଟିକେଟ୍ କଟିଥିଲା । ପ୍ରିୟଦର୍ଶୀ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ଦଳ ପାଇଁ ବହୁତ୍ କିଛି କରିଛି । ଦଳ ବହୁ ଥର ମୋତେ ଅବହେଳା କରିଛି…